Tag Archives: Home Middle

ଜନଜାତି ଆରକ୍ଷଣକୁ ନେଇ ଏକ ବଡ଼ କଥା କହିଲେ ଯୋଗେନ୍ଦ୍ର ଯାଦବ, ଏହି ବ୍ୟବସ୍ଥା ହେଲେ ଦେଶରେ…

ନୂଆଦିଲ୍ଲୀ,୩ା୮: ସୁପ୍ରିମକୋର୍ଟଙ୍କ ୭ ଜଣିଆ ବିଚାରପତିଙ୍କ ଏକ ଖଣ୍ଡପୀଠରେ ଅନୁସୂଚିତ ଜାତି-ଜନଜାତି ଆରକ୍ଷଣ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ଶୁଣାଇଥିବା ବେଳେ ଏସ୍‌ସି-ଏସ୍‌ଟିର ସମସ୍ତ ବର୍ଗରେ ସଂରକ୍ଷଣ ଦିଆଯାଇପାରିବ ବୋଲି କହିଥିଲେ। ବର୍ତ୍ତମାନ କୋର୍ଟଙ୍କ ଏହି ନିଷ୍ପତ୍ତି ସମ୍ପର୍କରେ ଏକ...

କେନ୍ଦୁଝରରେ ପ୍ରତିଷ୍ଠା ହେବ ମେଗା ଷ୍ଟିଲ୍‌ ପ୍ଲାଣ୍ଟ୍‌, ୫ ବର୍ଷରେ ନିଯୁକ୍ତି ହେବେ ୩.୫ ଲକ୍ଷ ଲୋକ: ମୁଖ୍ୟମନ୍ତ୍ରୀ

କେନ୍ଦୁଝର,୩ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝରରେ ମେଗା ଷ୍ଟିଲ ପ୍ଲାଣ୍ଟ ସ୍ଥାପନ ପାଇଁ ଟାସ୍କଫୋର୍ସ ଗଠନ ହେବ। ଶିଳ୍ପ ପ୍ରକଳ୍ପର ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ଏପରି ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ ଟାସ୍କଫୋର୍ସ ଗଠନ ପାଇଁ ନିର୍ଦ୍ଦେଶ...

ଆଗକୁ ବିଜେଡିରେ ବିସ୍ଫୋରଣ ହେବ: କାହିଁକି ଏମିତି କହିଲେ ବିଧାୟକ ସରୋଜ ପାଢ଼ୀ

ଭୁବନେଶ୍ୱର,୩ା୮: ବିଜେଡିରୁ ରାଜ୍ୟ ସଭା ସଦସ୍ୟ ମମତା ମହାନ୍ତ ଇସ୍ତଫା ଦେଇଥିବା ବେଳେ ଭାଜପାରେ ସାମିଲ ହୋଇଛନ୍ତି। ତେବେ ଏହାକୁ ନେଇ ରାଜନୀତି ପାଣିପାଗ ବେଶ୍‌ ସରଗରମ ହୋଇଉଠିଛି। ଉଭୟ ଦଳ ନେତା ପରସ୍ପରକୁ ଆକ୍ଷେପ ପ୍ରତି ଆକ୍ଷେପ କରୁଛନ୍ତି।...

ମେଟଲ୍‌ ମିଟ୍‌ ୨୦୨୪: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ସିନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୩ା୮(ଅସମାପିକା ସାହୁ): ଓଡ଼ିଶାର ଛାତ୍ରୀଛାତ୍ରଙ୍କୁ ବୌଦ୍ଧିକ ପ୍ରତିଯୋଗିତା ପାଇଁ ଏକ ଉତ୍କୃଷ୍ଟ ପ୍ଲାଟ୍‌ଫର୍ମ ଯୋଗାଇଦେବା ଲକ୍ଷ୍ୟରେ ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ମେଗା କୁଇଜ ଇଭେଣ୍ଟ ‘ମେଟଲ୍‌ ମିଟ-୨୦୨୪’ ଶନିବାର ହୋଟେଲ କ୍ରିଷ୍ଟାଲ କ୍ରାଉନରେ ଆୟୋଜିତ ହୋଇଛି।...

ମେଟଲ୍‌ ମିଟ୍‌ ୨୦୨୪: ଗ୍ରାଣ୍ଡ୍‌ ଫିନାଲେକୁ ଗଲେ ଜୁନିୟର ୮ ଟପ୍‌ ଟିମ୍‌

ଭୁବନେଶ୍ୱର,୩ା୮(ଅସମାପିକା ସାହୁ):  ଭୁବନେଶ୍ୱରସ୍ଥିତ କ୍ରିଷ୍ଟାଲ କ୍ରାଉନ ହୋଟେଲରେ ‘ମେଟଲ୍‌ ମିଟ୍‌-୨୦୨୪’ର ଜୁନିୟର ପ୍ରିଲିମ୍ସ ରାଉଣ୍ଡ ଶନିବାର ଶେଷ ହୋଇଛି। ଗ୍ରାଣ୍ଡ ଫିନାଲେ ପାଇଁ ଚୂଡ଼ାନ୍ତ ହୋଇଛି ‘ଟପ୍‌-୮’ ଟିମ୍‌। ଜୁନିୟର ବର୍ଗରେ ମୋଟ୍‌ ୪୧ ଟିମ୍‌ ଭାଗ ନେଇଥିବା ବେଳେ...

ବିଏସକେଓ୍ବାଇକୁ ନେଇ ବଡ଼ ଅପଡେଟ୍‌ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୩।୮: BSKY କୁ ନେଇ ଆସିଲା ବଡ଼ ଅପଡେଟ୍‌। ସୂଚନା ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସେ କହିଛନ୍ତି, ବିଏସକେଓ୍ବାଇ କାର୍ଡ ଏବେ ଜାରି ରହିବ। ଏହାପରେ ସେପ୍ଟେମ୍ବର ୧୦ ତାରିଖ ପରେ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ଲାଗୁ...

ବନ୍ଧାହେଲେ ୫ ସ୍ତ୍ରୀଙ୍କ ସ୍ବାମୀ: ଲାଇନ୍‌ରେ ଥିଲେ ଆହୁରି ୪୯ ଜଣ, ପୂରା ଘଟଣା ଜାଣିଲେ…

ଭୁବନେଶ୍ୱର,୩।୮: ରାଜଧାନୀରେ ୫ ସ୍ତ୍ରୀଙ୍କ ସ୍ବାମୀ ବନ୍ଧା ହୋଇଛନ୍ତି। ତେବେ ତାଙ୍କ ଲାଇନ୍‌ରେ ଆଉ ୪୯ ଜଣ ଥିବା ଜଣାପଡ଼ିଛି। ଏହି ଘଟଣାର ପୋଲିସ କମିଶନର ସଞ୍ଜୀବ ପଣ୍ଡା ପ୍ରେସମିଟ କରି ପର୍ଦ୍ଦାଫାସ କରିଛନ୍ତି। ଗିରଫ ହୋଇଥିବା ବ୍ୟକ୍ତି ଜଣଙ୍କ...

ଅଲିମ୍ପିକ୍ସ ମଇଦାନରେ ହୋଇଗଲା ପ୍ରେମ, ସ୍ବର୍ଣ୍ଣ ପଦକ ପାଉ ପାଉ ମିଳିଗଲା ବିବାହ ପ୍ରସ୍ତାବ

ପ୍ୟାରିସ୍‌,୩।୮:ଅଲିମ୍ପିକ୍ସରେ ଜାରି ରହିଛି ଖେଳାଳିଙ୍କ ଜଲୱା । ଅଲିମ୍ପିକ୍ସରେ ଅଂଶଗ୍ରହଣ କରିବା ସହ ଦେଶ ପାଇଁ ସ୍ବର୍ଣ୍ଣ ପଦକ ଜିତିବା ପ୍ରତି ଖେଳାଳିଙ୍କ ସ୍ବପ୍ନ । କିନ୍ତୁ ସେଇ ପଦକ ଜିତିବା ପରେ ଯଦି ଜୀବନ ରାସ୍ତାରେ ଚାଲିବାକୁ ପୁରୁଷ...

ଆରମ୍ଭ ହେଲା କୁଇଜ୍‌ର ମହାକୁମ୍ଭ ‘ମେଟଲ ମିଟ୍‌ ୨୦୨୪’

ଭୁବନେଶ୍ୱର,୩।୮: ଆରମ୍ଭ ହୋଇଛି କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌ ୨୦୨୪’। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର ୧୧.୩୦ରେ ଆରମ୍ଭ ହୋଇଛି।...

ବନ୍ଦ ହେଲା ଲକ୍ଷ୍ମୀ ବସ୍‌!, ଏହି ଜିଲାରେ ବନ୍ଦ ହେଲା ବସ୍‌ ଚଳାଚଳ

ଭୁବନେଶ୍ୱର,୩।୮:ବନ୍ଦ ହେଲା ଲକ୍ଷ୍ମୀ ବସ୍‌! ଆଉ ଗଡିବନି ଲକ୍ଷ୍ମୀ ଏସି ବସ୍‌। ମାଲକାନଗିରିରେ ଆଉ ଗଡିବନି ଲକ୍ଷ୍ମୀ ଏସି ବସ। ୬ଟି ରୁଟରେ ବସ ଚଳାଚଳ ବାତିଲ କରାଯାଇଛି। ଆରଟିଓ ବସ ଚଳାଚଳ ପରମିଟ ବାତିଲ କରିଛନ୍ତି। ସବୁ ବସ...

ମେଟଲ୍‌ ମିଟ୍‌ ପୂର୍ବରୁ କ୍ୱିଜ ମାଷ୍ଟର ଅଜୟ ପୁନିଆଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ୍‌। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର...

କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ’

ଭୁବନେଶ୍ୱର,୩।୮: ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ କୁଇଜର ମହାକୁମ୍ଭ ‘ମେଟଲ ମିଟ। ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ପ୍ରତିବର୍ଷ ଆୟୋଜିତ ହେଉଥିବା କୁଇଜର ମହାକୁମ୍ଭ ‘ମେଟଲ ମିଟ’ ଚଳିତବର୍ଷ ତା’ର ଷଷ୍ଠ ସଂସ୍କରଣ ଶନିବାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri