ସାରା ବିଶ୍ୱକୁ ଦମ୍ ଦେଖାଇଲା ଭାରତ, ସମୁଦ୍ର ମଝିରେ MIGMର ସଫଳ ପରୀକ୍ଷଣ କରି… ନୂଆଦିଲ୍ଲୀ,୫।୫: ପାକିସ୍ତାନ ସହିତ ଉତ୍ତେଜନା ମଧ୍ୟରେ, ଭାରତ ପୁଣି ଥରେ ବିଶ୍ୱକୁ ନିଜର ଶକ୍ତି ଦେଖାଇଛି। ଭାରତୀୟ ନୌସେନା ଏବଂ ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ସ୍ବଦେଶୀ ଜ୍ଞାନକୌଶଳରେ ବିକଶିତ ମଲ୍ଟି-ଇନଫ୍ଲୁଏନ୍ସ ଗ୍ରାଉଣ୍ଡ ମାଇନ (MIGM)ର ସଫଳତାର...