ଚିଲିକାକୁ କମିଲେ ବିଦେଶାଗତ ପକ୍ଷୀ: ଏହି କାରଣରୁ ଆସିଲେନି ୧୦,୦୦୦ ଭୁବନେଶ୍ୱର,୨୯ା୧୨: ଚଳିତ ବର୍ଷ ଚିଲିକା ହ୍ରଦକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ହ୍ରାସ ପାଇଛି। ଏଥିପାଇଁ ଜଳବାୟୁ ପରିବର୍ତ୍ତନ ବା ‘କ୍ଲାଇମେଟ୍ ଚେଞ୍ଜ’କୁ ମୁଖ୍ୟ କାରଣ ବୋଲି କହିଛନ୍ତି ଓଡ଼ିଶାର ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ସିଂଖୁଣ୍ଟିଆ। ଗତ...