ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା ସରକାର ଗଢିବାକୁ କହିଛନ୍ତି। ଏପରିକି ରାଜ୍ୟରେ ଭାଜପା ସରକାର ଆସିଲେ ଓଡ଼ିଶାର ଲୋକଙ୍କୁ...