ସ୍ବାବଲମ୍ବୀ କରିଛି ମାଣ୍ଡିଆ ଚାଷ କୋକସରା,୨୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପୂର୍ବ ବିଜେଡି ସରକାର ମାଣ୍ଡିଆ ଚାଷକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ମିଲେଟ ମିଶନ ଯୋଜନା ଆରମ୍ଭ କରିଥିଲେ। ସରକାର ପରିବର୍ତ୍ତନ ହେବା ପରେ ମିଲେଟ ମିଶନ ଶ୍ରୀ ଅନ୍ନ ଅଭିଯାନ ଯୋଜନାରେ ରୂପାନ୍ତରିତ ହୋଇଛି। ଏହି...