କ୍ଷୀର ଦାମ୍ ବଢ଼ିଲା, ଜାଣନ୍ତୁ ଲିଟର ପିଛା କେତେ… ଭୁବନେଶ୍ୱର,୨୧ା୬: ଓମଫେଡ୍ କ୍ଷୀର ଦାମ୍ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବାବେଳେ ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି।...