ଭୁବନେଶ୍ୱର,୨୧ା୬: ଓମଫେଡ୍ କ୍ଷୀର ଦାମ୍ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି…