ଅଚାନକ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ପହଞ୍ଚିଲେ ମନ୍ତ୍ରୀ, ଆସିଥିଲା ଅନିୟମିତତା ଅଭିଯୋଗ ଭୁବନେଶ୍ୱର,୨୭।୭: ରାଜ୍ୟ ଖାଦ୍ୟଯୋଗାଣ ଏବଂ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଆଜି ନିମାପଡା ଗସ୍ତ କରିଛନ୍ତି। ଏହି ଗସ୍ତ ସମୟରେ ଗୋପସ୍ଥିତ ‘ମିଲ୍କି ମୁ’ କ୍ଷୀର ପ୍ଲାଣ୍ଟରେ ଅଚାନକ ପରିଦର୍ଶନ କରିବା ସହ ମନ୍ତ୍ରୀ ପାତ୍ର ଏଠାରେ...