millets

ମାଣ୍ଡିଆ ଉତ୍ପାଦନରେ ରାଜ୍ୟରେ ପ୍ରଥମ କୋରାପୁଟ, ୧୫୯୮୭ ହେକ୍ଟର ଜମିରେ ୨୭୭୫୦ ଚାଷୀ କରୁଛନ୍ତି ଚାଷ

କୋରାପୁଟ,୭ା୧୧(ଅମିତାଭ ବେହେରା):  କୋରାପୁଟ ଜିଲା ଡିଏନ୍‌କେ ସଦ୍ଭାବନା ଗୃହଠାରେ ଜିଲାସ୍ତରୀୟ 'ମାଣ୍ଡିଆ ଦିବସ' ମହାସମାରୋହରେ ପାଳିତ ହୋଇଯାଇଛି। ମାଣ୍ଡିଆ ଉତ୍ପାଦନରେ କୋରାପୁଟ ରାଜ୍ୟରେ ପ୍ରଥମ ସ୍ଥାନ ହାସଲ କରିଥିବାରୁ…

2 hours ago