‘ମୋ ଜମି, ମୋ ମନ୍ଦିର, ପୋଲିସକୁ କାହିଁକି ଜଣାଇବି? ଆନ୍ଧ୍ରପ୍ରଦେଶରେ ମନ୍ଦିର ମାଲିକଙ୍କ ଅଜବ ଯୁକ୍ତି ଆନ୍ଧ୍ରପ୍ରଦେଶ,୨।୧୧: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାର କାସିବୁଗାଠାରେ ଥିବା ଶ୍ରୀ ଭେଙ୍କଟେଶ୍ୱର ସ୍ୱାମୀ ମନ୍ଦିର (ମିନି ତିରୁପତି)ରେ ଗତକାଲି ଏକାଦଶୀ ଅବସରରେ ପ୍ରବଳ ଭିଡ଼ ଯୋଗୁଁ ଦଳାଚକଟା ଘଟି ୯ ଜଣ ଶ୍ରଦ୍ଧାଳୁଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୮ ଜଣ ମହିଳା…