ଅଞ୍ଚଳର ଭିତ୍ତିଭୂମିର ବିକାଶ ସହ ମତ୍ସ୍ୟଜୀବୀଙ୍କ ଜୀବନଜୀବିକା ନେଇ ମନ୍ତ୍ରୀ-ବିଧାୟକଙ୍କ ସମୀକ୍ଷା
ଛତ୍ରପୁର,୧୧ା୧୧(ଦିଲ୍ଲୀପ ସାମଲ): ଉପକୂଳବର୍ତ୍ତୀ ଅଞ୍ଚଳର ଭିତ୍ତିଭୂମି ବିକାଶ ଓ ମତ୍ସ୍ୟଜୀବୀଙ୍କ ଜୀବନଜୀବିକାକୁ ସୁଦୃଢ଼ କରିବା ଲକ୍ଷ୍ୟରେ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ନୋଳିଆ ନୂଆଗାଁଠାରେ ଉପକୂଳବର୍ତ୍ତୀ ରାସ୍ତା ଓ ଜେଟି ନିର୍ମାଣ ପ୍ରକଳ୍ପ ସମ୍ପର୍କରେ ସମୀକ୍ଷା କରାଯାଇଛି। ଓଡ଼ିଶା ସରକାରଙ୍କ ଖଣି, ବାଣିଜ୍ୟ…
ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍ସେବା, ମାଗଣାରେ ପିଲାଙ୍କୁ ମିଳିବ…
ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍ବିଏସ୍। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ସହ ଆଲୋଚନା ସରିଥିବା ମନ୍ତ୍ରୀ କହିଛନ୍ତି। ପରିବହନ ବିଭାଗ ଯେମିତି କ୍ଷତି…
ଯୋଗ ହେଉଛି ଆମ କର୍ମ, ଆମ ଜୀବନର ପ୍ରମୁଖ ଅଙ୍ଗ
ଗୋପାଳପୁର,୨୧ା୬(ନବୀନ ରାଜ ଆଚାରୀ): ଶନିବାର ଗୋପାଳପୁର ନିର୍ବାଚନୀ ମଣ୍ଡଳୀ ଅଧିନସ୍ଥ କନିସି ହାଟ ବାଲାଜୀ ବିଦ୍ୟାପୀଠ ଖେଳପଡ଼ିଆଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ସ୍ଥାନୀୟ ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ…

