ଗୋପାଳପୁର,୨୧ା୬(ନବୀନ ରାଜ ଆଚାରୀ): ଶନିବାର ଗୋପାଳପୁର ନିର୍ବାଚନୀ ମଣ୍ଡଳୀ ଅଧିନସ୍ଥ କନିସି ହାଟ ବାଲାଜୀ ବିଦ୍ୟାପୀଠ ଖେଳପଡ଼ିଆଠାରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ…