୨୧ରୁ ଆରମ୍ଭ ହେବ କୃଷି ମହାକୁମ୍ଭ, ସମ୍ମାନିତ ହେବେ ୨୦ ଅଧିକାରୀ ଭୁବନେଶ୍ୱର,୧୯ା୧: ଆସନ୍ତା ୨୧ ତାରିଖଠାରୁ ଆରମ୍ଭ ହେବ ଓଡ଼ିଶାର କୃଷି ମହାକୁମ୍ଭ କୃଷି ଓଡ଼ିଶା-୨୦୨୬। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାକୁ ଉଦ୍ଘାଟନ କରିବାର କାର୍ଯ୍ୟକ୍ରମ ରହିଥିବାବେଳେ ଉଦ୍ଯାପନୀରେ ରାଜ୍ୟପାଳ କେ.ହରିବାବୁ କମ୍ଭମପତି ଯୋଗ ଦେବେ। ଏନେଇ ମତ୍ସ୍ୟ ଓ...