ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ଗାଡ଼ିକୁ ମୁହାଁମୁହିଁ ଧକ୍କା ଦେଲା ଅନ୍ୟ ଏକ ଗାଡ଼ି ବାରଙ୍ଗ,୬ା୬(ଲିଙ୍ଗରାଜ ରାଉତ): ବାରଙ୍ଗ ଥାନା ଅନ୍ତର୍ଗତ ଷଣ୍ଢପୁର ବଜାର ନିକଟରେ ରାଜ୍ୟ ଯୋଗାଣ ମନ୍ତ୍ରୀଙ୍କ ଗାଡ଼ି ସହିତ ଗୋଟିଏ ଟ୍ରକ୍ ଧକ୍କା ହୋଇଛି। ଫଳରେ ଅଳ୍ପକେ ବର୍ତ୍ତିଯାଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ପ୍ରକାଶ ଯେ, ଶୁକ୍ରବାର ପୂର୍ବାହ୍ନରେ ରାଜ୍ୟ ସରକାରଙ୍କ…