ଭୁବନେଶ୍ୱର,୩୧ା୭: OTET ପ୍ରଶ୍ନପତ୍ର ଲିକ୍ ଘଟଣାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ। ମନ୍ତ୍ରୀ କହିଛନ୍ତି, ଯେଉଁମାନେ ଏଥିରେ…