ବାତ୍ୟା ‘ଅର୍ଣ୍ଣବ’: ଦାରିଙ୍ଗବାଡ଼ି ଗସ୍ତ କରି ସ୍ଥିତି ପରଖିଲେ ମନ୍ତ୍ରୀ, ସିଲ୍ କରାଯାଇଥିବା ଗାଜଲବାଡ଼ି ଘାଟିର…
ଦାରିଙ୍ଗବାଡ଼ି,୨୮।୧୦ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବ ଓ ଲୋକଙ୍କ ସୁରକ୍ଷା ଦିଗର ତଦାରଖ କରିବା ପାଇଁ ଓଡ଼ିଶାର ରାଜ୍ୟ ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ବୁଧବାର ଅପରାହ୍ନରେ ଦାରିଙ୍ଗବାଡ଼ି ଗସ୍ତ କରିଛନ୍ତି। ଗସ୍ତ ସମୟରେ…

