ସଂଗ୍ରାମୀଙ୍କ ବଳିଦାନକୁ ଭୁଲି ହେବନି: ମନ୍ତ୍ରୀ ବଲାଙ୍ଗୀର,୧୫ା୮(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀରରେ ଜିଲାସ୍ତରୀୟ ୭୯ତମ ସ୍ବାଧୀନତା ଦିବସ ସମାରୋହ ସ୍ଥାନୀୟ ରିଜର୍ଭ ପୋଲିସ ପଡ଼ିଆରେ ଶୁକ୍ରବାର ପାଳିତ ହୋଇଛି। ପଞ୍ଚାୟତିରାଜ ବିଭାଗ ମନ୍ତ୍ରୀ ରବି ନାରାୟଣ ନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ…