Tag Archives: minister suresh pujari

ରାଜ୍ୟ ସରକାରଙ୍କ ସ୍ବତନ୍ତ୍ର ପଦକ୍ଷେପ, ଖରାଦିନେ କଟିବନି ଲାଇନ୍

ଭୁବନେଶ୍ବର,୧୨।୩: ମାର୍ଚ୍ଚ ମାସରୁ ଆରମ୍ଭ ହେଲାଣି ମୁଣ୍ଡଫଟା ଖରା । ତେବେ ରାଜ୍ୟ ସରକାରଙ୍କୁ ଘାରିଛି ଅଂଶୁଘାତ ମୁକାବିଲା ଚିନ୍ତା । ଅଂଶୁଘାତ ମୁକାବିଲା ପାଇଁ ରାଜ୍ୟ ସରକାର ସ୍ବତନ୍ତ୍ର ପଦକ୍ଷେପ ନେଇଛନ୍ତି । ନିରବଚ୍ଛିନ୍ନ ବିଦ୍ୟୁତ ସରବରାହ ପାଇଁ ଶକ୍ତି…

ରାଜ୍ୟରେ ବଢ଼ିବ ସବ୍‌ଡିଭିଜନ, ଏହି ଜିଲାରୁ ଆସିଛି ସର୍ବାଧିକ ପ୍ରସ୍ତାବ

ଭୁବନେଶ୍ୱର,୧୯ା୨: ରାଜ୍ୟରେ ବଢ଼ିପାରେ ସବ୍‌ଡିଭିଜନ ସଂଖ୍ୟା, ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଗୁରୁବାର ଗୃହରେ ସୂଚନା ଦେଇଛନ୍ତି। ୬୬ ନୂଆ ସବ୍‌ଡିଭିଜନ ଗଠନ ପାଇଁ ସରକାରଙ୍କୁ ପ୍ରସ୍ତାବ ଆସିଛି।  ବରଗଡ଼, ଗଞ୍ଜାମ ଓ କୋରାପୁଟ ଜିଲାରୁ ସର୍ବାଧିକ ପ୍ରସ୍ତାବ ଆସିଛି।…

ଖୁବ୍‌ଶୀଘ୍ର ଆସିବ ନୂଆ ବିସ୍ଥାପନ, ଥଇଥାନ ନୀତି: ମନ୍ତ୍ରୀ

ଭୁବନେଶ୍ୱର,୧୧ା୮: ଖୁବ୍‌ଶୀଘ୍ର ନୂଆ ବିସ୍ଥାପନ ଓ ଥଇଥାନ ନୀତି ଆଣିବେ ରାଜ୍ୟ ସରକାର। ଏନେଇ ସୂଚନା ଦେଇଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ନୂଆ ନୀତି ଆଣିବାକୁ ସରକାରୀ ସ୍ତରରେ ସମସ୍ତ ପ୍ରକ୍ରିୟା ଆରମ୍ଭ ହୋଇଛି। କ୍ଷତିଗ୍ରସ୍ତ ଚାହିଁଲେ କ୍ଷତିପୂରଣ ବଦଳରେ…

ଆଦିବାସୀଙ୍କଠାରୁ ଜମି କିଣିବେ ସରକାର, ମାଲିକ ଚାହିଁଲେ ପୁଣି…

ଭୁବନେଶ୍ୱର,୨୨ା୫: ଏଣିକି ସରକାର ଆଦିବାସୀ(SC/ST)ଙ୍କ ଜମି କିଣିବେ। ଧନୀ ଲୋକ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡ଼ପ କରିପାରିବେ ନାହିଁ ବୋଲି କହିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ। ଏନେଇ ରାଜ୍ୟ ସରକାର ଖୁବ୍‌ଶୀଘ୍ର କର୍ପସ ଫଣ୍ଡ୍‌ ଗଠନ…

ମମତାଙ୍କୁ ସୁରେଶ ପୂଜାରୀଙ୍କ କଡ଼ା ଟାର୍ଗେଟ୍‌, କହିଲେ ଶ୍ରୀକ୍ଷେତ୍ରର ବିକଳ୍ପ…

ଭୁବନେଶ୍ୱର,୫ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର କଡ଼ା ଜବାବ ଦେଇଛନ୍ତି। ମମତାଙ୍କୁ ହିନ୍ଦୁ ବିରୋଧୀ, ଜଗନ୍ନାଥ ବିରୋଧୀ କହି ଟାର୍ଗେଟ କରିଛନ୍ତି ସୁରେଶ ପୂଜାରୀ। ମମତା ଶ୍ରୀକ୍ଷେତ୍ରର ବିକଳ୍ପ ତିଆରି କରିବାକୁ ଚେଷ୍ଟା କରୁଛନ୍ତି।…

ଛୁଟିରେ ସ୍କୁଲ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୫ା୪: ବେସରକାରୀ ସ୍କୁଲ ଓ କଲେଜକୁ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ କଡ଼ା ଚେତାବନୀ ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ସରକାରଙ୍କ ଗ୍ରୀଷ୍ମ ପ୍ରବାହ ଏସ୍‌ଓପି ନ ମାନି ସ୍କୁଲ, କଲେଜ ଖୋଲିଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଗ୍ରୀଷ୍ମ ପ୍ରବାହକୁ ନେଇ…

ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍କୁଲ-କଲେଜ ପାଇଁ ଆସିବ ଗାଇଡ୍‌ଲାଇନ୍‌

ଭୁବନେଶ୍ୱର,୩ା୩: ରାଜ୍ୟରେ ମାର୍ଚ୍ଚ ଆରମ୍ଭରୁ ମୁଣ୍ଡଫଟା ଖରା ଆରମ୍ଭ ହୋଇଗଲାଣି। ଫଳରେ ଜନଜୀବନ ପ୍ରଭାବିତ ହେଉଛି। ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ଦିନେ ଦୁଇଦିନ ମଧ୍ୟରେ ସ୍କୁଲ୍‌-କଲେଜ ପାଇଁ ସରକାର ନୂଆ ଗାଇଡ୍‌ଲାଇନ୍‌ ଆଣିବେ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri