ଭୁବନେଶ୍ୱର,୧୩।୧୧: ଏଣିକି ମନ୍ତ୍ରୀମାନେ ସରକାରୀ କାର୍ଯ୍ୟ ପାଇଁ ବିମାନରେ ଯାତ୍ରା କରିପାରିବେ। ବୁଧବାର ରାଜ୍ୟ ସଂସଦୀୟ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ଏହି ଅନୁମତି ମିଳିଛି। ଏନେଇ ବିଭାଗ…