‘ତୁମ ବାପା ମଧ୍ୟ ଅଟକାଇ ପାରିବେ ନାହିଁ…’ – ମୁଖ୍ୟମନ୍ତ୍ରୀଙ୍କୁ କାହିଁକି ଖୋଲା ଚ୍ୟାଲେଞ୍ଜ କଲେ ମନ୍ତ୍ରୀଙ୍କ ଝିଅ? ଉଠିଲାଣି ଝଡ଼ ହାଇଦ୍ରାବାଦ,୨୦।୮: ତେଲଙ୍ଗାନା କଂଗ୍ରେସ ଭିତରେ ଚାଲିଥିବା ବିଦ୍ରୋହ ଏବେ ଖୋଲା ଖୋଲି ଦେଖାଯାଇଛି। ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡିଙ୍କ କ୍ୟାବିନେଟର ଜଣେ ବରିଷ୍ଠ ମନ୍ତ୍ରୀଙ୍କ ଝିଅ ସାର୍ବଜନୀନ ଭାବରେ ତାଙ୍କ ଉପରେ ବର୍ଷିଛନ୍ତି। ମନ୍ତ୍ରୀ କୋଣ୍ଡା ସୁରେଖାଙ୍କ ଝିଅ କୋଣ୍ଡା ସୁସ୍ମିତା ମୁଖ୍ୟମନ୍ତ୍ରୀଙ୍କୁ…