ବିଧାୟକ ଓ ମନ୍ତ୍ରୀଙ୍କ ଦରମା ବଢାଇଲେ ଓଡ଼ିଶା ସରକାର, ଏଣିକି ପାଇଲେ ଏତିକି ଟଙ୍କା
ଭୁବନେଶ୍ୱର,୮।୧୨: ଓଡ଼ିଶା ବିଧାନସଭାରେ ମଙ୍ଗଳବାର ସଂଶୋଧିତ ପାରିଶ୍ରମିକ ବିଲ୍ ଗୃହୀତ ହେବା ପରେ ବିଧାୟକ, ମନ୍ତ୍ରୀ, ବାଚସ୍ପତି ଏବଂ ପୂର୍ବତନ ବିଧାୟକମାନଙ୍କ ପେନ୍ସନ୍ରେ ବଡ଼ ଧରଣର ବୃଦ୍ଧିକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି। ଏହାଫଳରେ ବର୍ତ୍ତମାନର ଏବଂ ପୂର୍ବତନ ବିଧାୟକମାନଙ୍କର ଦରମା…


