ମନ୍ତ୍ରୀଙ୍କ ଛାତି ଧଡ଼ପଡ଼: କାହାର ଯିବ ପଦ କିଏ ଯୋଡ଼ା ହେବେ ନୂଆ ଭୁବନେଶ୍ୱର,୨୭।୫ ଓଡ଼ିଶାରେ ଖୁବ୍ ଶୀଘ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହୋଇପାରେ ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ଜୋର୍ ଧରିଛି। ଏହାକୁ ନେଇ ମନ୍ତ୍ରୀ ଓ ବିଧାୟକମାନଙ୍କ ମଧ୍ୟରେ ଉତ୍ସୁକତା ବଢ଼ିଥିବା ଦେଖାଯାଉଛି। ଦିଲ୍ଲୀ ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନରେନ୍ଦ୍ର ମୋଦି…