ବିମାନ ଭଡ଼ା ସୀମା ଉଠାଇ ଦେଲା ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ; କାହିଁକି ଏହି ନିଷ୍ପତ୍ତି ନିଆଯାଇଛି ଜାଣନ୍ତୁ ନୂଆଦିଲ୍ଲୀ,୨୨।୩: ଘରୋଇ ବିମାନ ଯାତ୍ରା ଉପରେ ଲାଗୁ ହୋଇଥିବା ଅସ୍ଥାୟୀ ସୀମା ୨୩ ମାର୍ଚ୍ଚ, ୨୦୨୬ ରୁ ପ୍ରତ୍ୟାହାର କରିବାକୁ ନିଷ୍ପତ୍ତି ନେଇଛି ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ। ଇଣ୍ଡିଗୋ ଏୟାରଲାଇନ୍ସ ଦ୍ୱାରା ସମ୍ମୁଖୀନ ହୋଇଥିବା ସଙ୍କଟ ପରେ ବୃଦ୍ଧି ପାଉଥିବା…