ନୂଆଦିଲ୍ଲୀ,୮।୪: ୱକଫ୍ (ସଂଶୋଧନ) ଆଇନ-୨୦୨୫ ଆଜି ଅର୍ଥାତ ମଙ୍ଗଳବାରଠାରୁ କାର୍ଯ୍ୟକାରୀ ହେବ। ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ବିଜ୍ଞପ୍ତି ଜାରି କରିଛି। ମନ୍ତ୍ରଣାଳୟ କହିଛି…