ଭିନ୍ନକ୍ଷମ ନାବାଳିକାଙ୍କୁ ବଳାତ୍କାର, ଗର୍ଭବତୀ ଜଣାପଡିବା ପରେ ଧାର୍ମିକସ୍ଥଳୀ ଭଙ୍ଗାରୁଜା ଆନନ୍ଦପୁର,୬ା୪(ସୁଶାନ୍ତ କୁମାର ସାହୁ ): ଭିନ୍ନକ୍ଷମ ନାବାଳିକାଙ୍କୁ ୪ମାସ ତଳେ ବଳାତ୍କାର କରି ଫେରାର ହୋଇଯାଇଛି ଗାଁର ଜଣେ ସଂଖ୍ଯାଲଘୁ ସମ୍ପ୍ରଦାର ଯୁବକ । ଘଟଣା ପ୍ରଘଟ ହେବାପରେ ସୋମବାର ଗ୍ରାମବାସୀଙ୍କ ମଧ୍ଯରେ ଉତ୍ତେଜନା ପ୍ରକାଶ ପାଇଛି । ଉତ୍ଯକ୍ତ ଗ୍ରାମବାସୀ…