Tag Archives: minor

ଘରୁ ରାତିରେ ସୁନା ଅଳଙ୍କାର ଚୋରି କରି ଖସି ଯାଇଥିଲେ ୨ ନାବାଳକ, ସକାଳୁ ପୋଲିସ ଜିମା ଦେଲେ ଗ୍ରାମବାସୀ

ଧର୍ମଶାଳା,୨୧ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନରସିଂହପୁର ଗ୍ରାମରୁ ଶୁକ୍ରବାର ବିଳମ୍ବିତ ରାତିରେ କେହି ଦୁର୍ବୃତ୍ତ ଘରେ ପଶି ଚୋରି କରି ନେଇ ଚାଲି ଯାଇଥିବା ପରେ ଭୋର୍‌ ସମୟରେ ସ୍ଥାନୀୟ ଅଞ୍ଚଳରୁ ଚୋରି କରିଥିବା...

ଇବ୍‌ ନଦୀରେ ଭାସିଗଲେ ୩ ନାବାଳକ

ସୁନ୍ଦରଗଡ଼,୯ା୩: ସୁନ୍ଦରଗଡ଼ ସହର ସେମିନାରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଇବ୍‌ ନଦୀରେ ଭାସି ଯାଇଛନ୍ତି ୩ ନାବାଳକ। ପରିବାର ସହ ଭୋଜି କରିବାକୁ ଆସି ଏହି ୩ ନାବାଳକ ଚୋରାବାଲିରେ ଫସି ଯାଇଥିବା ଅନୁମାନ କରାଯାଉଛି। ଖବର...

ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ୍‌

ଫୁଲବାଣୀ,୧୫ା୧୧(ରାକେଶ କୁମାର ରାଉତ): ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ସଞ୍ଜିତ କୁମାର ବେହେରା ବୁଧବାର ଏକ ନାବାଳିକା ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଦୋଷୀଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ...

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ଅନ୍ତସତ୍ତ୍ୱା କରିଥିଲେ ଯୁବକ: ଏବେ ୨୦ ବର୍ଷ ଭୋଗିବେ ଜେଲ୍‌ଦଣ୍ଡ

କେନ୍ଦୁଝର,୪ା୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟ୍‌ଟ୍ରାକ୍‌ କୋର୍ଟ ବିଚାରପତି ବିଜୟ କୁମାର ମିଶ୍ର ଶନିବାର ଜଣେ ନାବାଳିକା ବଳାତ୍କାରୀଙ୍କୁ ୨୦ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ତାଙ୍କୁ ୨୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri