Tag Archives: minor boy

ଧାନ କାଟିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର, ଜଣେ ନାବାଳକଙ୍କୁ ଅଟକ ରଖି…

ବଞ୍ଚୋ,୯ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗରେ ଜଣେ ୧୭ ବର୍ଷ ୧୦ ମାସ ବୟସର ନାବାଳକଙ୍କୁ ପୋଲିସ ଅଟକ ରଖିଛି। ଏନେଇ ଆନନ୍ଦପୁର ଥାନାରେ ମାମଲା ନମ୍ବର ୨୪୦/୨୬ ରୁଜୁ ହୋଇଛି।…

ମହୁ ସଂଗ୍ରହ କରିବାକୁ ଯାଇ ପଥରଖୋଲରେ ଫସିଗଲେ ନାବାଳକ, ପଥରସନ୍ଧିରେ ମୁଣ୍ଡ ପଶି…

ନୟାଗଡ଼,୬ା୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା କାଣିପଦା ଜଙ୍ଗଲ ପଥରଖୋଲରେ ଫସିଯାଇଛନ୍ତି ଜଣେ ନାବାଳକ। ବାଉଁଶଗାଡ଼ିଆ ସ୍ଥିତ ଜଙ୍ଗଲରେ ମହୁ ସଂଗ୍ରହବେଳେ ଫସିଯାଇଛନ୍ତି। ପଥରସନ୍ଧିରେ ମୁଣ୍ଡ ପଶି ରହିଯାଇଥିବାରୁ ବାହାର କରିବାକୁ ନାକେଦମ୍‌ ହୋଇପଡ଼ିଛନ୍ତି। ଉଦ୍ଧାର କାର୍ଯ୍ୟରେ ନୟାଗଡ଼…

ନାବାଳକଙ୍କୁ ବାଲିରେ ପୋତିଦେଲେ ୬ ସାଙ୍ଗ, ଭିଡିଓ ଉତ୍ତୋଳନ କରି ଦେଲେ ଏମିତି ଧମକ

ଗୁଣପୁର,୨୯ା୧(ସଙ୍କେତ ପାତ୍ର/ସୁଜାତା ପାଢ଼ୀ): ପିଲାଖେଳ ଯେ, ଜଣେ ନାବାଳକଙ୍କ ଜୀବନ ନେଇଯାଇଥାନ୍ତା ତାହା ଏକ ଭିଡିଓରୁ ଜଣାପଡ଼େ। ଏଭଳି ଏକ ଦୃଶ୍ୟ ଦେଖିବାକୁ ମିଳିଛି ରାୟଗଡ଼ା ଜିଲା ଗୁଣପୁର ଥାନା ଅନ୍ତର୍ଗତ ମେରିଙ୍ଗି ଗ୍ରାମରେ। ୨୫ ତାରିଖ ସନ୍ଧ୍ୟାରେ ଅଜୁ ଶବର,…

ଜୀବନ ପ୍ରତି ନାହିଁ ଡର କି ଭୟ: ଜନଗହଳି ରାସ୍ତାରେ ସ୍କୁଟି ଉଡ଼ାଇଲେ ଦୁଇ ନାବାଳକ, ଭିଡିଓ ଭାଇରାଲ ପରେ…

ଆଜିକାଲି ପିଲାମାନେ ଗାଡ଼ି ଚଳାଇବାକୁ ଯେମିତି ପାଗଳ ହୋଇଗଲେଣି। ପୋଲିସ ସେମାନଙ୍କୁ ଧରିଲେ କ’ଣ ହେବ କିମ୍ବା ଦୁର୍ଘଟଣା ଘଟିଲେ ସେମାନଙ୍କର କ’ଣ ହେବ ସେ ବିଷୟରେ ସେମାନେ ଭୟ କି ଚିନ୍ତା କରନ୍ତି ନାହିଁ। ସେମାନେ କେବଳ ଚାବି ପାଇଗଲେ…

ପିଲାଙ୍କ କଳି: ନାବାଳକଙ୍କ ପିଠିରେ ଲୁହାରଡ୍‌ ଭୁସିଦେଲେ ଆଉ ଜଣେ ନାବାଳକ

ବରଗଡ଼,୩୧ା୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟ୍‌ଲି ରଥପଡ଼ାରେ ଶୁକ୍ରବାର ସକାଳୁ ଏକ ଅଭାବନୀୟ ଘଟଣା ଘଟିଛି। ୨ ନାବାଳକଙ୍କ ମଧ୍ୟରେ କଳିଗୋଳ ହେବାରୁ ଜଣେ ନାବାଳକଙ୍କ ପିଠିରେ ଅନ୍ୟଜଣେ ନାବାଳକ ଏକ ଲୁହାରଡ୍‌ ଭୁସି ଦେଇଛନ୍ତି। ଫଳରେ ଲୁହାରଡ୍‌ଟି ନାବାଳକଙ୍କ ପିଠିପଟୁ…

ବ୍ଲାଷ୍ଟିଂ ବେଳେ ପଥର ଖଣ୍ଡ ଉଡ଼ି ଆସି ବାଜିଲା କାନମୁଣ୍ଡାରେ, ଚାଲିଗଲା ନାବାଳକଙ୍କ ଜୀବନ

ଦାମନଯୋଡ଼ି,୧୦ା୪(ମାନସ ରଞ୍ଜନ କର): କୋରାପୁଟ ଜିଲା ଦାମନଯୋଡ଼ି ଉପକଣ୍ଠସ୍ଥ ମାନିଆଁ ନିକଟରେ ଏକ ପଥର କ୍ୱାରୀରୁ ବ୍ଲାଷ୍ଟିଂ ବେଳେ ପଥରଖଣ୍ଡ ଉଡ଼ି ଆସି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛିି। ମୃତ ନାବାଳକ ଜଣଙ୍କ ସ୍ଥାନୀୟ ମରିଚମାଳ ଗ୍ରାମର ସାଲିନ ଓ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?