ରଥଚକା ତଳେ ଚାପି ହୋଇ ନାବାଳକଙ୍କ ମୃତ୍ୟୁ ବିନିକା,୭ା୭: ରଥଚକା ତଳେ ଚାପି ହୋଇ ଗୁରୁତର ଥିବା ନାବାଳକଙ୍କର ମୃତ୍ୟୁ ଘଟିଛି। ତେବେ ସୋମବାର କଟକ ସ୍ଥାନାନ୍ତର ବେଳେ ରେଢ଼ାଖୋଲ ନିକଟରେ ମୃତ୍ୟୁ ହୋଇଛି। କଂସାରୀପଡ଼ାରେ ବାହୁଡ଼ା ଯାତ୍ରା ବେଳେ ଏହି ଅଘଟଣ ଘଟିଥିଲା। ରଥଚକାରେ ଚାପି ହୋଇ ୪…