ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ; ପୀଡିତ ପରିବାରକୁ ଆକ୍ରମଣ ଉଦ୍ୟମ ଦିଗପହଣ୍ଡି,୨୬।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଜଣେ ୭ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକାଙ୍କ ମା’ ଏନେଇ ଦିଗପହଣ୍ଡି ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି ଆଇଆଇସି...