ମା’ ହେଲେ ନାବାଳିକା, ଗୁରୁତର ଅବସ୍ଥାରେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି ଧର୍ମଶାଳା,୨୨ା୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ୧୫ ବର୍ଷୀୟା ନାବାଳିକା ଶନିବାର ଏକ ସନ୍ତାନ ଜନ୍ମ ଦେଇଛନ୍ତି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆ ଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁସାରେ, କେନ୍ଦୁଝର...