Tag Archives: Minor girl gang raped

ମାଲକାନଗିରିରେ ନାବାଳିକାଙ୍କୁ ଗଣଦୁଷ୍କର୍ମ: ୪ ଅଭିଯୁକ୍ତ ଗିରଫ, ପୋଲିସ ତଦନ୍ତ ଜାରି

ମାଲକାନଗିରି,୨୨।୭: ମାଲକାନଗିରି ଜିଲାରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ପୋଲିସ ୪ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରେ ଜଣେ ଟ୍ରକ ଡ୍ରାଇଭର ସହ ଆଉ ୩ ଜଣ ଅଛନ୍ତି। ଏହି ଘଟଣା ମାଲକାନଗିରି ସଦର ଥାନା...

ନାବାଳିକାଙ୍କୁ ଗଣବଳାତ୍କାର: ରକ୍ତାକ୍ତ ଅବସ୍ଥାରେ ଫିଙ୍ଗି ଦେଇ ଫେରାର ହୋଇଗଲେ ନରରୂପୀ ୩ ରାକ୍ଷସ

ଢେଙ୍କାନାଳ,୨୦ା୪(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ସରସିଙ୍ଗି ଗ୍ରାମରେ ଜଣେ ୭ ବର୍ଷର ଶିଶୁକନ୍ୟାକୁ ୩ ଜଣ ଗଣବଳତ୍କାର କରିଥିବା ଅଭିଯୋଗ ହୋଇଛି। ଘଟଣା ପରେ ଏହି ନରରୂପୀ ରାକ୍ଷସମାନେ ଶିଶୁକନ୍ୟାଟିକୁ ରକ୍ତାକ୍ତ ଅବସ୍ଥାରେ ବରଡ଼ା ଘୋଡ଼ାଇ ଫିଙ୍ଗି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri