ପ୍ରେମ ପାଇଁ ନାବାଳିକା ଝିଅଙ୍କ ନିର୍ମମ କାଣ୍ଡ: ପ୍ରେମିକଙ୍କ ସହ ମିଶି ମା’-ଭାଇଙ୍କୁ ହତ୍ୟା କରି କେନାଲରେ ଫିଙ୍ଗିଲେ, ଅଖାରୁ ହାତ ଗୋଡ଼ ବନ୍ଧା… କୋରାପୁଟ/ବୋରିଗୁମ୍ମା, ୨୪ା୨(ଅମିତାଭ ବେହେରା/ବିଜୟ ନାରାୟଣ ସାହୁ)-ପ୍ରେମ ପାଇଁ ଜଣେ ନାବାଳିକା ତାଙ୍କ ପ୍ରେମିକ ସହ ମିଶି ମା’ ଓ ନାବାଳକ ଭାଇଙ୍କୁ ହତ୍ୟା କରିଛନ୍ତି। ଏଭଳି ଏକ ଅଭିଯୋଗ କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଞ୍ଚଳରୁ ସାମନାକୁ ଆସିଛି। ସୋମବାର ଏକ…