ଭୁବନେଶ୍ୱର,୧୩।୧୧: ରାଜଧାନୀ ଭୁବନେଶ୍ୱରର ୟୁନିଟ୍-୪ ଅଞ୍ଚଳରେ ଦେହ ବ୍ୟବସାୟରେ ଫସାଇବାକୁ ଉଦ୍ୟମ କରାଯାଉଥିବା ଜଣେ ନାବାଳିକାଙ୍କୁ ବୁଧବାର ଖାରବେଳ ନଗର ପୋଲିସ ଏକ ହୋଟେଲରୁ ଉଦ୍ଧାର କରିଛି।…