ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣର ତ୍ୱରିତ ପଦକ୍ଷେପ, ବ୍ରହ୍ମପୁର ହୋଟେଲରୁ ଉଦ୍ଧାର ହେଲେ ନାବାଳକ ଶ୍ରମିକ
ଛତ୍ରପୁର,୧୯ା୧୧(ଦିଲ୍ଲୀପ ସାମଲ): ଶିଶୁ ଶ୍ରମିକ ପ୍ରଥାର ନିରାକରଣ ଓ ଶିଶୁ ଅଧିକାରର ସୁରକ୍ଷା ଦିଗରେ ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଇଛି । ବ୍ରହ୍ମପୁର ସହରର ଆସ୍କା ରୋଡ୍ସ୍ଥିତ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ସମ୍ମୁଖରେ…

