ହିନ୍ଦୁଙ୍କୁ ନେଇ ବଡ଼ ବୟାନ ଦେଲେ କିରେନ ରିଜିଜୁ ନୂଆଦିଲ୍ଲୀ,୧୯।୭: ଏକ ଆଲୋଚନା ସମୟରେ କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ କହିଛନ୍ତି ଯେ ଭାରତ ଏକ ଧର୍ମନିରପେକ୍ଷ ରାଷ୍ଟ୍ର ଏବଂ ସଂଖ୍ୟାଲଘୁମାନେ ଏହି ଦେଶରେ ସବୁଠାରୁ ସୁରକ୍ଷିତ। ସେ ଗୁରୁତ୍ୱାରୋପ କରିଥିଲେ ଯେ ସଂଖ୍ୟାଲଘୁମାନେ ବହୁଳ ହିନ୍ଦୁଙ୍କ ଯୋଗୁ ସମ୍ପୂର୍ଣ୍ଣ...