ବ୍ରେକ୍ ଫେଲ୍ ସାଜିଲା କାଳ: ଦୁଇଟି ଟ୍ରକ୍ ମଧ୍ୟରେ ଚାପି ହୋଇଗଲା ବୋଲେରୋ, ଜୀବନ୍ତ ଜଳିଗଲେ ୬ ଯାତ୍ରୀ, ମୃତ୍ୟୁର ଚିତ୍କାରରେ… ମିର୍ଜାପୁର,୨୨।୪: ମିର୍ଜାପୁର-ରିୱା ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହୃଦୟ ବିଦାରକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗାଡ଼ି ଦୁଇଟି ଟ୍ରକ ମଝିରେ ଚାପି ହୋଇଯିବା ଫଳରେ ସେଥିରେ ନିଆଁ ଲାଗିଯାଇଥିଲା। ଏହି ଅଗ୍ନିକାଣ୍ଡରେ ବୋଲେରୋ ମଧ୍ୟରେ ଥିବା ୬ରୁ…