PCB ଛାଡିବା ପରେ ପାକିସ୍ତାନ କ୍ରିକେଟର ଚିଠା ଖୋଲିଲେ ମିସବା, ହେଲାଣି ଚର୍ଚ୍ଚା ଇସଲାମାବାଦ,୭।୯: ପାକିସ୍ତାନ କ୍ରିକେଟରେ କ’ଣ ଘଟୁଛି? ଦଳ ଏବଂ ଚୟନ କମିଟି ପରିବର୍ତ୍ତନ କରିବା ଦ୍ୱାରା ପାକିସ୍ତାନ କ୍ରିକେଟ ଦଳର ବର୍ତ୍ତମାନ ଏବଂ ଭବିଷ୍ୟତ ପରିବର୍ତ୍ତନ ହେବ କି? PCB ଏପରି ପ୍ରମୁଖ ପ୍ରଶ୍ନର ସମ୍ମୁଖୀନ ହୋଇଥିଲା, ଯାହା ଫଳରେ ଇଂଲଣ୍ଡ…