ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା ଅଞ୍ଚଳରେ।…