ନାବାଳିକାଙ୍କୁ ଅସଦାଚରଣ କରି ଥାନାରେ ଯୁବକ ଅଟକ ଧର୍ମଶାଳା,୨୯ା୧(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ଚହଟା ଗ୍ରାମର ଜଣେ ଯୁବକ ୭ବର୍ଷର ନାବାଳିକାଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଧର୍ମଶାଳା ପୋଲିସ ଯୁବକଙ୍କୁ ଥାନାରେ ଅଟକ ରଖିଥିବା ଜଣାପଡ଼ିଛି। ତେବେ ଘଟଣାର ସ୍ପଷ୍ଟତା ଜଣାପଡ଼ି ନ ଥିବା…