ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ୭ ଛାତ୍ରୀ, କହିଲେ ସାର୍ ଆମକୁ… ବଣାଇଁ,୨୯ା୮: ଜନୈକ ସଂସ୍କୃତ ଶିକ୍ଷକଙ୍କ ନାଁରେ ସାଙ୍ଘାତିକ ଅଭିଯୋଗ ହୋଇଛି। ଏପରି ଅଭିଯୋଗ ଆଣିଛନ୍ତି ୭ ଛାତ୍ରୀ। ତେବେ ଶିକ୍ଷକ ଜଣକ କୁଆଡ଼େ ଏହି ଛାତ୍ରୀମାନଙ୍କୁ ଅସଦାଚରଣ କରୁଥିଲେ। ଛାତ୍ରୀମାନେ କହିଛନ୍ତି, ସାର ଆମକୁ ସବୁବେଳେ ଅସଦାଚରଣ କରନ୍ତି। ଏନେଇ...