ରାଜସ୍ଥାନ,୧୯।୮: ରାଜସ୍ଥାନର ଜୟପୁରରେ ଅନୁଷ୍ଠିତ ହେଉଥିବା ମିସ ୟୁନିଭର୍ସ ଇଣ୍ଡିଆ ୨୦୨୫ର ବିଜେତାଙ୍କୁ ଚୟନ କରାଯାଇଛି। ଏହି ପ୍ରତିଯୋଗିତାର ମୁକୁଟ ମନିକା ବିଶ୍ୱକର୍ମାଙ୍କ ମୁଣ୍ଡରେ ସଜ୍ଜିତ ହୋଇଛି।…