ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ ଯାଉଥିବା ଏକ ମୋଜାମ୍ବିକ ପତାକା ବିଶିଷ୍ଟ LPG ଟ୍ୟାଙ୍କର ଉପରେ ଆକ୍ରମଣ କରାଯାଇଥିଲା।…