ପାକିସ୍ତାନରେ କ୍ଷେପଣାସ୍ତ୍ର ଆକ୍ରମଣରୁ ଅଳ୍ପକେ ବର୍ତ୍ତିଗଲେ ଅଷ୍ଟ୍ରେଲୀୟ କ୍ରିକେଟର: ରିପୋର୍ଟ ନୂଆଦିଲ୍ଲୀ,୧୧।୫: ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ସାମରିକ ଉତ୍ତେଜନା ମଧ୍ୟରେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ପାକିସ୍ତାନର ନୁର ଖାନ ବାୟୁସେନା ଘାଟି ନିକଟରେ ଭାରତୀୟ କ୍ଷେପଣାସ୍ତ୍ର ଆକ୍ରମଣରୁ ଚାରି ଜଣ ଅଷ୍ଟ୍ରେଲୀୟ କ୍ରିକେଟର ଅଳ୍ପକେ ବର୍ତ୍ତି...