ନିଖୋଜ ଶିଶୁ ଉଦ୍ଧାର ଅଭିଯାନ, ୩୩୪ ଶିଶୁ ପରିବାର ଲୋକଙ୍କୁ ହସ୍ତାନ୍ତର କଟକ,୩ା୧୨ (କାର୍ତ୍ତିକ ସାହୁ): ଭୁବନେଶ୍ବରସ୍ଥିତ ଓଡ଼ିଶା ରାଜ୍ୟ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ପକ୍ଷରୁ ରାଜ୍ୟରେ ଆଜି ପର୍ଯ୍ୟନ୍ତ ନିଖୋଜ ଥିବା ଶିଶୁମାନଙ୍କୁ ଉଦ୍ଧାର କରିବା ପାଇଁ ଏକ ସ୍ବତନ୍ତ୍ର ଅଭିଯାନ ଗତ ନଭେମ୍ବର ୧୮ରୁ ୨୩...