ଆଠ ମାସରେ ୨୦,୦୬୦ ମାମଲା ପଞ୍ଜିକୃତ: ୭,୦୪୮ ନିଖୋଜ ଠାବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଗତ ଆଠ ମାସରେ ରାଜ୍ୟରେ ୨୦,୦୦୦ ରୁ ଅଧିକ ନିଖୋଜ ମାମଲା ପଞ୍ଜିକୃତ ହୋଇଛି, ଯାହା ମଧ୍ୟରୁ ୭,୦୪୮ ଟି ସମାଧାନ କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ସୂଚନା ଦେଇଛନ୍ତି। ଜୁନ୍ ୨୦୨୪ ପରଠାରୁ…