ଶୌଚ ପାଇଁ ଯାଇ ନିଖୋଜ ଥିଲେ ମହିଳା, ଜଙ୍ଗଲରେ ଝୁଲନ୍ତା… ଆନନ୍ଦପୁର,୧୮ା୧:(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ବିରିଡିହା ଗ୍ରାମର ମହିଳା ନଦୀକୁ ଶୌଚ ହେବାପାଇଁ ଯାଇ ନିଖୋଜ ଥିବା ବେଳେ ରବିବାର ତାଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି । ସୂଚନା ଅନୁସାରେ, କେନ୍ଦୁଝର ଜିଲା ଆନନ୍ଦପୁର...