Tag Archives: Mission Shakti

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର,୪ା୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ଯୋଜନାରେ ମହିଳାଙ୍କ ସୁରକ୍ଷା, ନିରାପତ୍ତା ଓ ସଶକ୍ତିକରଣକୁ ସୁଦୃଢ କରିବା ପାଇଁ...

ଏସ୍‌ଏଚ୍‌ଜି କାର୍ଯ୍ୟକର୍ତ୍ତାଙ୍କୁ ଦୁର୍ବ୍ୟବହାର କଲେ ଇନଚାର୍ଜ, ତାତିଲେ ମହିଳା

ସିମୁଳିଆ, ୩।୭(ସନ୍ତୋଷ ନାୟକ): ସରକାର ଏସ୍‌ଏଚ୍‌ଜି ମହିଳାମାନଙ୍କୁ ମିଶନଶକ୍ତି ମାଧ୍ୟମରେ ସଶକ୍ତିକରଣ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଗ୍ରୁପମାନଙ୍କ ଦାୟିତ୍ୱରେ ଥିବା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଇନଚାର୍ଜ ବିପିଏମ୍‌(ବ୍ଲକ ପ୍ରୋଜେକ୍ଟ ମ୍ୟାନେଜର) ବିଭିନ୍ନ ଏସ୍‌ଏଚ୍‌ଜି...

ମିଶନ ଶକ୍ତି କାଫେରେ ଝୁଲୁଛି ତାଲା

ରାଇକିଆ,୯ା୬(ପ୍ରଦୀପ ବେହେରା): ଜନସାଧାରଣଙ୍କ ସୁବିଧା ପାଇଁ ସରକାରୀ ଅର୍ଥ ବ୍ୟୟରେ ମିଶନ ଶକ୍ତି କାଫେ ଆରମ୍ଭ ହୋଇଥିଲା। ଏବେ ଏହି ମିଶନ ଶକ୍ତି କାଫେରେ ତାଲା ଝୁଲୁ ଥିବା ଦେଖିବାକୁ ମିଳିଛି। ରାଇକିଆ ବ୍ଲକ କାର୍ଯ୍ୟାଳୟ ପରିସରରେ ଗତ ସେପ୍ଟେମ୍ବରରେ...

ମିଶନ ଶକ୍ତି କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କ ପ୍ରୋତ୍ସାହନ ରାଶି ବଢ଼ାଇଲେ ସରକାର, ଉପକୃତ ହେବେ ୫୯,୫୦୯ କର୍ମଚାରୀ 

ଭୁବନେଶ୍ୱର,୯ା୩: ଶନିବାର ମିଶନ ଶକ୍ତିର କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ମାନଙ୍କର ପ୍ରୋତ୍ସାହନ ରାଶି ବୃଦ୍ଧି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସରକାରଙ୍କ ଏହି ପ୍ରୋତ୍ସାହନ ଅର୍ଥରାଶି ବୃଦ୍ଧି ଯୋଗୁଁ ମିଶନ ଶକ୍ତିର ୫୯,୫୦୯ କମ୍ୟୁନିଟି ସପୋର୍ଟ ଷ୍ଟାଫ୍ ଉପକୃତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri