ପୁଣି PSL ଛାଡ଼ି IPLରେ ଯୋଗଦେଲେ ଖେଳାଳି; ବାବର ଆଜାମ ଟିମକୁ ଲାଗିଲା ବଡ଼ ଝଟକା ନୂଆଦିଲ୍ଲୀ,୪ା୫: ଆଇପିଏଲ ୨୦୨୫ ପାଇଁ ପଞ୍ଜାବ କିଙ୍ଗ୍ସ ଦଳକୁ ବଡ଼ ଝଟକା ଲାଗିଛି। ଅଷ୍ଟ୍ରେଲିଆର ଷ୍ଟାର ଅଲରାଉଣ୍ଡର ଗ୍ଲେନ୍ ମ୍ୟାକ୍ସୱେଲ୍ ଆହତ କାରଣରୁ ଟୁର୍ନାମେଣ୍ଟରୁ ବାଦ ପଡ଼ିଛନ୍ତି। ତେବେ ଏହି ସ୍ଥାନ ପୂରଣ କରିବା ପାଇଁ ପଞ୍ଜାବ କିଙ୍ଗ୍ସ ନେଇଛି...