ନୂଆଦିଲ୍ଲୀ,୪ା୫: ଆଇପିଏଲ ୨୦୨୫ ପାଇଁ ପଞ୍ଜାବ କିଙ୍ଗ୍ସ ଦଳକୁ ବଡ଼ ଝଟକା ଲାଗିଛି। ଅଷ୍ଟ୍ରେଲିଆର ଷ୍ଟାର ଅଲରାଉଣ୍ଡର ଗ୍ଲେନ୍ ମ୍ୟାକ୍ସୱେଲ୍ ଆହତ କାରଣରୁ ଟୁର୍ନାମେଣ୍ଟରୁ ବାଦ ପଡ଼ିଛନ୍ତି।…