ଥିରୁବନନ୍ତପୁରମ,୨୮ା୧୨: ଭାରତୀୟ ମହିଳା କ୍ରିକେଟ୍ର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ରବିବାର ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍ରେ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟ୍ (ଟେଷ୍ଟ, ଦିନିକିଆ ଓ ଟି-୨୦) ମିଶାଇ ୧୦,୦୦୦ ରନ୍ ପୂରଣ କରିଛନ୍ତି।…
ନୂଆଦିଲ୍ଲୀ,୧୫।୧୦: ଭାରତୀୟ ଦଳର କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମିତାଲି ରାଜ ନେତୃତ୍ୱରେ ପରିବର୍ତ୍ତନ ଆଣିବାକୁ ଆହ୍ୱାନ ଦେଇଛନ୍ତି। ସେ କହିଁଛନ୍ତି ଯେ, ‘ହରମାନପ୍ରୀତ କୌରଙ୍କୁ ଜାତୀୟ ଦଳର ଅଧିନାୟକ ଭାବରେ ବଦଳାଯିବା ଉଚିତ। ପିଟିଆଇକୁ ଦେଇଥିବା ଏକ ସାକ୍ଷାତକାରରେ ମିଥାଲି…
ନୂଆଦିଲ୍ଲୀ, ୧୭।୪(ପି.ଟି.)- ଅଭିଜ୍ଞ ମହିଳା କ୍ରିକେଟର ମିଥାଲି ରାଜ ଷ୍ଟ୍ରିଟ୍ ଚାଇଲ୍ଡ ଓ୍ବାଲର୍ଡ କପ୍ ପାଇଁ ଭାରତୀୟ ଦଳର ଗୁଡଓ୍ବିଲ ଆମ୍ବାସାଡର ବା ସଦ୍ଭାବନା ରାଜଦୂତ ନିଯୁକ୍ତ ହୋଇଛନ୍ତି। ଭାରତୀୟ ମହିଳା ଦିନିକିଆ ଦଳ ଅଧିନାୟିକା ମିଥାଲି ଓ ପୂର୍ବତନ ଅଧିନାୟକ…
Archives
Model This Week
ପିଲାଙ୍କ ଧରିତ୍ରୀ